• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 14th August To 20th August 2023: ଏଇ ରାଶିର ବ୍ୟକ୍ତିମାନଙ୍କ ଲାଗିରହିବ ସ୍ୱାସ୍ଥ୍ୟ ସମସ୍ୟା

ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ,କାରଣ ଆପଣଙ୍କ ସ୍ୱାସ୍ଥ୍ୟ ଆହୁରି ଖରାପ ହୋଇ ପାରେ । ଆପଣଙ୍କୁ ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।

Virgo

କନ୍ୟା

Monday 14 Aug 2023

ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ପାରିବାରିକ ପରିବେଶ ନକାରାତ୍ମକତା ଆଡକୁ ଗତି କରିପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :