• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 14th August To 20th August 2023: ଏଇ ରାଶିର ବ୍ୟକ୍ତିମାନଙ୍କ ଲାଗିରହିବ ସ୍ୱାସ୍ଥ୍ୟ ସମସ୍ୟା

ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ,କାରଣ ଆପଣଙ୍କ ସ୍ୱାସ୍ଥ୍ୟ ଆହୁରି ଖରାପ ହୋଇ ପାରେ । ଆପଣଙ୍କୁ ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।

Scorpio

ବିଛା

Monday 14 Aug 2023

ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍‌ୃ ସମ୍ଭାବନା ଅଛି । ସଞ୍ଚତ ଅର୍ଥ ଖର୍ଚ୍ଚ ହେବାର ଯୋଗ ରହିଛି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି ହୋଇପାରେ ।

ପ୍ରତିକାର - ବଗଳା ମୁଖିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :