• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 14th August To 20th August 2023: ଏଇ ରାଶିର ବ୍ୟକ୍ତିମାନଙ୍କ ଲାଗିରହିବ ସ୍ୱାସ୍ଥ୍ୟ ସମସ୍ୟା

ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ,କାରଣ ଆପଣଙ୍କ ସ୍ୱାସ୍ଥ୍ୟ ଆହୁରି ଖରାପ ହୋଇ ପାରେ । ଆପଣଙ୍କୁ ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।

Sagittarius

ଧନୁ

Monday 14 Aug 2023

ମଦ୍ୟପାନ ତଥା ଧୁମ୍ରପାନ ଠାରୁ ନିଜକୁ ଦୂରରେ ରଖନ୍ତୁ , ନଚେତ ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହେବା ସହିତ ଆପଣଙ୍କର ଆର୍ଥିକ ଅବସ୍ଥା ମଧ୍ୟ ବିଗିଡ଼ି ଯିବ । ନିଜର ନୂତନ ଯୋଜନା ପାଇଁ ନିଜର ମାତା-ପିତାଙ୍କୁ ବିଶ୍ୱାସରେ ନେବା ଅତି ଆବଶ୍ୟକ । କାର‌୍ୟ୍ୟ ମଝିରେ ଯଥାଶକ୍ତି ଆରାମ କରୁଥାନ୍ତୁ । ଆପଣଙ୍କର ପ୍ରେମୀ ଆପଣଙ୍କ ସହିତ ନିଜର ଭାବନାକୁ ପ୍ରକାଶ କରିପାରିବେ ନାହିଁ ଯାହା ଆପଣଙ୍କୁ ବ୍ୟଥିତ କରିବ।

ପ୍ରତିକାର - ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :