• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th April To 21st April 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଏହି ସପ୍ତାହରେ କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଏହି ସପ୍ତାହରେ ଆୟ ବୃଦ୍ଧି ପାଇବ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ।

Taurus

ବୃଷ

Monday 15 Apr 2024

ଅଚାନକ ଭାବେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ବ୍ୟବସାୟ ବୃଦ୍ଧି ପାଇବା ସହ ଲାଭାଂଶ ଉପରେ ସୁପ୍ରଭାବ ପଡିବ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ । ବିଦ୍ୟାରେ ଉନ୍ନତି ହେବ । ଯେ କୌଣସି କାମରେ ହାତ ଦେଲେ ସେଥିରେ ସଫଳତା ପାଇବେ । ଅର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ ।

ପ୍ରତିକାର- ଓଁ ଶଂ ଶନିଶ୍ଚରାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :