• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th April To 21st April 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଏହି ସପ୍ତାହରେ କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଏହି ସପ୍ତାହରେ ଆୟ ବୃଦ୍ଧି ପାଇବ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ।

Aquarius

କୁମ୍ଭ

Monday 15 Apr 2024

ଏକାଧିକ କାମରେ ପ୍ରବେଶ କାରଣରୁ ବହୁତ ଝଡ଼ଝଞ୍ଜା ମଧ୍ୟ ଦେଇ କାମ ସମ୍ପନ୍ନ ହେବ। ପାରସ୍ପରିକ ବୁଝାମଣା ହେତୁ ପାରିବାରିକ ଜୀବନ ସୁଖରେ କଟିବ। କାରଣ ନ ଥାଇ ମଧ୍ୟ ଅଭିଯୋଗର ସାମ୍ନା କରିବାକୁ ପଡିବ। ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି । ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରି ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଭ୍ରମଣଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।

ପ୍ରତିକାର- ଅସହାୟ ବ୍ୟକ୍ତି ବା ମହିଳା ମାନଙ୍କୁ କମ୍ବଳ ଦାନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :