• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th April To 21st April 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଏହି ସପ୍ତାହରେ କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଏହି ସପ୍ତାହରେ ଆୟ ବୃଦ୍ଧି ପାଇବ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ।

Pisces

ମୀନ

Monday 15 Apr 2024

ପରିବାରରେ ପାରସ୍ପରିକ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାକୁ ଆପଣ ଟିକେ ଚିନ୍ତିତ ହେବେ । ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ସର୍ବଦା ଅନ୍ୟମନସ୍କ ରହିବା କାରଣରୁ କେତେକ ବ୍ୟତିକ୍ରମ ସୃଷ୍ଟିହେବାର ସମ୍ଭାବନା

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :