• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th April To 21st April 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଏହି ସପ୍ତାହରେ କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଏହି ସପ୍ତାହରେ ଆୟ ବୃଦ୍ଧି ପାଇବ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ।

Gemini

ମିଥୁନ

Monday 15 Apr 2024

କୌଣସି ଯୋଜନାରେ ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ, ଯାହାକି ଦୁଶ୍ଚିନ୍ତାର ମାତ୍ରାକୁ ବଢ଼ାଇଦେବ। ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁ ହେବେ । ପାରିବାରିକ ସମସ୍ୟା ବଡ ଚିନ୍ତାର କାରଣ ହେବ । ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ମନ ବିଚଳିତ ହୋଇପାରେ ।

ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ତେଲ, କଳା ଲୁଗା ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :