• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th April To 21st April 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଏହି ସପ୍ତାହରେ କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଏହି ସପ୍ତାହରେ ଆୟ ବୃଦ୍ଧି ପାଇବ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ।

Cancer

କର୍କଟ

Monday 15 Apr 2024

ସ୍ୱାସ୍ଥ୍ୟରେ ସୁଧାର ଆସିବ । ପୁତ୍ର କନ୍ୟା ମାନଙ୍କର ଉନ୍ନତି ଓ ଅଗ୍ରଗତି ଦେଖି ଖୁସି ରହିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିପାରନ୍ତି । ସାମାଜିକ ସ୍ତରରେ ସଭାସମିତି, ଆନୁଷ୍ଠାନିକ କ୍ଷେତ୍ର କିମ୍ବା ଧର୍ମକାର‌୍ୟ୍ୟରେ ବ୍ୟସ୍ତ ରହିବେ। ଅଫିସରେ ପରସ୍ପର ଗୋଡ଼ଟଣା ନୀତି ହେତୁ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ରାଜନୀତି କ୍ଷେତ୍ରରେ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ପ୍ରତିଷ୍ଠା ବୃଦ୍ଧି ପାଇବ ।

ପ୍ରତିକାର- ଭୋକିଲା ଲୋକଙ୍କୁ ଖେଚୁଡି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :