• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th April To 21st April 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଏହି ସପ୍ତାହରେ କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଏହି ସପ୍ତାହରେ ଆୟ ବୃଦ୍ଧି ପାଇବ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ।

Libra

ତୁଳା

Monday 15 Apr 2024

ଧାର୍ମିକ, ସାହିତ୍ୟ ପଢିବା ପାଇଁ ମନ ବଳାଇବେ । ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ମାନସମ୍ମାନ, ଯଶ ପ୍ରତିଷ୍ଠା ବଢିବ । ବ୍ୟବସାୟରେ ଉନ୍ନତି ହେବ । ଗୁରୁତ୍ୱପୂର୍ଣ୍ଣ କାମରେ ମାନସିକ ଅବସାଦ ଲାଗି ରହିପାରେ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ।

ପ୍ରତିକାର- ଓଁ ହ୍ରୀଂ ଦୁଂ ଦୁର୍ଗାୟୈ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :