• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th April To 21st April 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଏହି ସପ୍ତାହରେ କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଏହି ସପ୍ତାହରେ ଆୟ ବୃଦ୍ଧି ପାଇବ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ।

Scorpio

ବିଛା

Monday 15 Apr 2024

କର୍ମଚାରୀ ମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟାରେ ଉନ୍ନତି କରିବେ । ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ । ଆର୍ଥିକ ସ୍ଥିତି ପୂର୍ବ ପରି ରହିବ ଏବଂ କୌଣସି ପରିବର୍ତ୍ତନର ଲକ୍ଷଣ ଦେଖିପାରିବେ ନାହିଁ। ଆଗାମୀ ଆନୁଷ୍ଠାନିକ କାମ ପାଇଁ ବ୍ୟସ୍ତତା ଅନୁଭବ କରିବେ। କଳା, ସାହିତ୍ୟ ଓ ସଙ୍ଗୀତ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିବେ।

ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :