• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th April To 21st April 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଏହି ସପ୍ତାହରେ କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଏହି ସପ୍ତାହରେ ଆୟ ବୃଦ୍ଧି ପାଇବ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ।

Sagittarius

ଧନୁ

Monday 15 Apr 2024

ଆପଣଙ୍କ ଅଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ଯାହା ଚିନ୍ତା କରିଛନ୍ତି ତାହା ପୂରଣ ହେବ । ମାନସିକ ଚିନ୍ତା ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସ୍ୱାସ୍ଥ୍ୟରେ ପରିବର୍ତନ ହେବ । ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ପରୋପକାର ଓ ସମସଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ରହିବେ । ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି ।

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :