• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th April To 21st April 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଏହି ସପ୍ତାହରେ କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଏହି ସପ୍ତାହରେ ଆୟ ବୃଦ୍ଧି ପାଇବ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ।

Capricorn

ମକର

Monday 15 Apr 2024

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ । ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ରାଜନୀତିରେ ଶତୃମାନେ ପରାଜିତ ହେବେ ।

ପ୍ରତିକାର- ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :