• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th Jan To 21st Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

Aries

ମେଷ

Monday 15 Jan 2024

ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ
ପ୍ରତିକାର- “ଓଁ  ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :