• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th Jan To 21st Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

Taurus

ବୃଷ

Monday 15 Jan 2024

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।  ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ଆର୍ôଥକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ ରହିବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ
ପ୍ରତିକାର- “ଓଁ  ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :