• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th Jan To 21st Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

Aquarius

କୁମ୍ଭ

Monday 15 Jan 2024

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ । ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ । ପଡୋଶି ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ପୁଞି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ସମୟକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ  ଚେଷ୍ଟା କରିବ


ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :