• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th Jan To 21st Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

Pisces

ମୀନ

Monday 15 Jan 2024

ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ ।  ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ପାରିବେ । ନୂଆ ନିଯୁକ୍ତି ପାଇ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି । ସବୁ ପରିସ୍ଥିତିରେ ସଂଯମତା ରଖିବା ଉଚିତ୍ ।
ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :