• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th Jan To 21st Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

Gemini

ମିଥୁନ

Monday 15 Jan 2024

ପରିବାରରେ ସମ୍ପତିକୁ ନେଇ ବିବାଦ ଉପୁଜିଲେ ବି ଆପସ ବୁଝାବଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ । ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । କଠିନ ଶ୍ରମ ଓ ଦୂରଦର୍ଶିତା ସଫଳତାର ପୃଷ୍ଟ ହୋଇପାରେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର୍ଯ୍ୟ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।
ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :