• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th Jan To 21st Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

Leo

ସିଂହ

Monday 15 Jan 2024

ଜୀବନ ସାଥୀଙ୍କ ସହିତ ଖୁସିରେ ସମୟ ବିତାଇବେ । ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ । ଜାଗା, ଜମି ଆଦି କ୍ରୟ କରିବାର ସୁଯୋଗ ଅଛି । ନିଜର ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ । ଗୁରୁଜନ ଓ ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ନିତ୍ୟାନ୍ତ ଆବଶ୍ୟକ । ଯଦି ପୂର୍ବରୁ କୈାଣସି ବ୍ୟକ୍ତିଙ୍କ ସହ ବାଦ ବିବାଦ ହୋଇଥାଏ , ତାହା ମଧ୍ୟ ସମାଧାନ ହୋଇଯିବ ।

ପ୍ରତିକାର- “ଓଁ ହ୍ଲୀଂ ହ୍ଲୀଂ ସୂର‌୍ୟ୍ୟାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :