• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th Jan To 21st Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

Virgo

କନ୍ୟା

Monday 15 Jan 2024

ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ। ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ  । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । କୋର୍ଟ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ ।
ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :