• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th Jan To 21st Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

Libra

ତୁଳା

Monday 15 Jan 2024

ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ପ୍ରେମିକା, ପ୍ରେମିକ ମାନଙ୍କ ସମ୍ପର୍କରେ ପରିବର୍ତନ ହୋଇପାରେ । ଯାନବାହନ, ବାସଗୃହ କ୍ରୟ କରିବାର ସୁବିଧା ପାଇବେ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ନିଜର ଖର୍ଚ୍ଚ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ମିତ୍ରଙ୍କ ସାହାର୍ଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ ।
ପ୍ରତିକାର- “ଓଁ  ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ”  ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :