• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th Jan To 21st Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

Scorpio

ବିଛା

Monday 15 Jan 2024

ପରିବାର ତଥା କୁଟୁମ୍ଭରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଆୟୋଜନ କରିପାରିବେ । ଶ୍ରମିକ ଓ କର୍ମଚାରୀ ମାନେ କଠିନ ପରିଶ୍ରମ କରିବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହ ନିର୍ମାଣ କରିବାରେ ଅଧିକ ଖର୍ଚ୍ଚ କରିବାକୁ ପଡିବ ।
ପ୍ରତିକାର- “ଓଁ  ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :