• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 15th Jan To 21st Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

Sagittarius

ଧନୁ

Monday 15 Jan 2024

କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ  ଖୁସିରେ କାମ କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ
ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :