ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।
ପ୍ରେମ ସମ୍ପର୍କକୁ ନେଇ ମନରେ କୈାଣସି ଆଶଙ୍କା ରହିବ ନାହିଁ । ବୈାବାହିକ ଜୀବନ ସୁଖମୟ ହେବାର ଅନୁଭବ କରି ପାରିବେ । ସାଙ୍ଗ ସାଥିଙ୍କ ସହ ଦୂର ସ୍ଥାନକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ଦୀର୍ଘଦୀନ ଧରି ଅଧା ହୋଇ ପଡିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।
ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮