• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୫ ମେ ରୁ ୨୧ ମେ ୨୦୨୩: ଏହି ସପ୍ତାହରେ ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।

Aries

ମେଷ

Monday 15 May 2023

ଯେଉଁ କାମ ଆରମ୍ଭ କରିବେ ସେଥିରେ ଟିକେ ଡେରିରେ ସଫଳତା ହୋଇପାରେ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇ ଯିବେ। ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାତ୍ମକ ସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :