• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୫ ମେ ରୁ ୨୧ ମେ ୨୦୨୩: ଏହି ସପ୍ତାହରେ ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।

Taurus

ବୃଷ

Monday 15 May 2023

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟ କଳାପ ଅସନ୍ତୋଷ ଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛିବିି କହି ପାରିବେ ନାହିଁ । ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ସାମାନ୍ୟ ସମସ୍ୟା ରହିଛି। ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି

ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :