• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୫ ମେ ରୁ ୨୧ ମେ ୨୦୨୩: ଏହି ସପ୍ତାହରେ ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।

Aquarius

କୁମ୍ଭ

Monday 15 May 2023

କର୍ମକ୍ଷେତ୍ରରେ ହଠାତ୍ କୌଣସି ସମସ୍ୟା ମନକୁ ବିବ୍ରତ କରିପାରେ। କର୍ମ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଅଧିକାଂଶ ସମୟ ଅନ୍ୟମନସ୍କ ନ ରହି କିମ୍ବା ଅସାବଧାନତା ସହ ଯାନବାହାନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍ ହେବ ନାହିଁ

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :