• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୫ ମେ ରୁ ୨୧ ମେ ୨୦୨୩: ଏହି ସପ୍ତାହରେ ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।

Pisces

ମୀନ

Monday 15 May 2023

ପରିବାରରେ କୌଣସି ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ କୌଣସି ବିଶେଷ ଅସୁବିଧା ହେବନାହିଁ। ଧାତୁ, ଅଳଙ୍କାର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :