• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୫ ମେ ରୁ ୨୧ ମେ ୨୦୨୩: ଏହି ସପ୍ତାହରେ ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।

Gemini

ମିଥୁନ

Monday 15 May 2023

ପ୍ରତ୍ୟୁଷ ଯାତ୍ରା ଲକ୍ଷ୍ୟ ହାସଲ ଦିଗରେ ଅନୁକୂଳତା ପ୍ରଦାନ କରିବ। କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ଉଚିତ ମନେ କରିପାରନ୍ତି

ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :