• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୫ ମେ ରୁ ୨୧ ମେ ୨୦୨୩: ଏହି ସପ୍ତାହରେ ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।

Cancer

କର୍କଟ

Monday 15 May 2023

କର୍ମକ୍ଷେତ୍ରରେ ଜଣେ ବିଶ୍ୱସ୍ତ ଲୋକ ଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡିପାରେ। ଦୀର୍ଘଦିନରୁ ଅଟଳି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି। ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବାକୁ ମନସ୍ଥ କରିବେ। ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଶୁଭଙ୍କରୀ ନୁହେଁ

ପ୍ରତିକାର – ମାଆ ଭୁବନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :