• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୫ ମେ ରୁ ୨୧ ମେ ୨୦୨୩: ଏହି ସପ୍ତାହରେ ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।

Leo

ସିଂହ

Monday 15 May 2023

ପରିବାରର ଆର୍ଥିକ ଅନଟନ କାରଣରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି। ଅଫିସରେ କାହାକୁ କିଛି ନକହି ମନ କଥା ମନରେ ରଖିବାକୁ ବାଧ୍ୟ ହେବେ। ଶିଳ୍ପ, ବ୍ୟବସାୟ, ନିର୍ମାଣ,ଗୃହ ଜମି.ପରିବହନ ପ୍ରଭୃତିରୁ ଖୁସୀ ରହିବେ। ସଭାସମିତିରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :