• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୫ ମେ ରୁ ୨୧ ମେ ୨୦୨୩: ଏହି ସପ୍ତାହରେ ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।

Virgo

କନ୍ୟା

Monday 15 May 2023

ମନର ଭାବନାକୁ ମନରେ ରଖି ଅନ୍ୟମାନଙ୍କର ନିକଟତର ହେବାକୁ ଚେଷ୍ଟା କରିବେ। କୈାଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସୀ ହୋଇ ପାରନ୍ତି। ଅଫିସରେ ଭୁଲ୍ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହୋଇପାରନ୍ତି। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :