• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୫ ମେ ରୁ ୨୧ ମେ ୨୦୨୩: ଏହି ସପ୍ତାହରେ ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।

Libra

ତୁଳା

Monday 15 May 2023

ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି ଅନ୍ୟମାନଙ୍କର କଥାକୁ ଠିକ୍ ଭାବେ ବୁଝି ପାରିବେନି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ଆଶ୍ୱାସନା ଲାଭ କରି ଗୃହ, ଭୂମି, ଗାଡିମୋଟର ସମ୍ପର୍କୀୟ ଦୁଃଚିନ୍ତା ଦୂର ହେବ। ଅର୍ଥ ସଂଗ୍ରହ କରିବାରେ ତପତ୍ରତା ନିଷ୍ଫଳ ହେବନି

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :