• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୫ ମେ ରୁ ୨୧ ମେ ୨୦୨୩: ଏହି ସପ୍ତାହରେ ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।

Scorpio

ବିଛା

Monday 15 May 2023

ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରଷା କରି ନୀରବରେ ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳତା ହାସଲ କରିବେ

ପ୍ରତିକାର –ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :