• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୫ ମେ ରୁ ୨୧ ମେ ୨୦୨୩: ଏହି ସପ୍ତାହରେ ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।

Sagittarius

ଧନୁ

Monday 15 May 2023

ସମସ୍ୟା ଓ ପ୍ରତିବନ୍ଧକ କାରଣରୁ ବିଭିନ୍ନ ପ୍ରକାରର ନକାରାମତ୍କ ଚିନ୍ତାଧାରା ମନକୁ ବ୍ୟତିବ୍ୟସ୍ତ କରାଇପାରେ। ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କାଠିକର ପାଠ ହେବ। ଆଜି ଯାତ୍ରା, ଆଲୋଚନା, ଚୁକ୍ତିପତ୍ର ପ୍ରଭୃତି ତରବରିଆ ଭାବେ କରିବା ଠିକ୍ ହେବନାହିଁ

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :