• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୧୫ ମେ ରୁ ୨୧ ମେ ୨୦୨୩: ଏହି ସପ୍ତାହରେ ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ

ଏହି ସପ୍ତାହରେ ବାଣିଜ୍ୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଏହି ସପ୍ତାହରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହି ସପ୍ତାହରେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ ।

Capricorn

ମକର

Monday 15 May 2023

ଦୀର୍ଘଦିନରୁ ଅଟକି ରହିଥିବା ସମସ୍ୟାଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବ। ବନ୍ଧୁମାନଙ୍କ ପରାମର୍ଶରେ କର୍ମ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୈାଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :