ଏହି ସପ୍ତାହଟି ପ୍ରେମିକା-ପ୍ରେମିକଙ୍କ ପାଇଁ ଉତ୍ତମ ରହିବ । ବ୍ୟବସାୟ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷ ଦୂରସ୍ଥାନକୁ ଯିବାର ଯୋଗ ରହିଛି । ଏହି ସପ୍ତାହରେ ଅଫିସରେ ପଦୋନ୍ନତିର ସୁଯୋଗ ରହିଛି ।
ପରିବାରରେ ସୁଖ ଶାନ୍ତି ବଜାୟ ରହିବ । ପ୍ରେମରେ ସଫଳତା ମିଳିବ । ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ। ଭାବିଥିବା କାମ ପୂରା ହେବ। ଦ୍ୱାରା ଆର୍ଥିକ ସ୍ଥିତିରେ ଯଥେଷ୍ଟ ସୁଧାର ଆସିବ । ବାହନ କିଣିବା ଲାଗି ମନ ବଳିବ । ପ୍ରତିଯୋଗିତାରେ ଖୁବ୍ ଭଲ କରିବେ । ଆପଣଙ୍କର ଆତ୍ମବିଶ୍ୱାସ ଉଚ୍ଚା ରହିବ
ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮