ଏହି ସପ୍ତାହଟି ପ୍ରେମିକା-ପ୍ରେମିକଙ୍କ ପାଇଁ ଉତ୍ତମ ରହିବ । ବ୍ୟବସାୟ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ । ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷ ଦୂରସ୍ଥାନକୁ ଯିବାର ଯୋଗ ରହିଛି । ଏହି ସପ୍ତାହରେ ଅଫିସରେ ପଦୋନ୍ନତିର ସୁଯୋଗ ରହିଛି ।
ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। ଖାଦ୍ୟଶସ୍ୟ ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି । ରାଜନୀତିକ କାର୍ଯ୍ୟରେ ରୁଚି ବଢ଼ିବ। ସୁସ୍ୱାଦ ଖାଦ୍ୟ ଭୋଜନ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷ ଦୂରସ୍ଥାନକୁ ଯିବାର ଯୋଗ ରହିଛି । ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ।
ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର୍ୟ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧