• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 17th July to 23rd July: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Aries

ମେଷ

Monday 17 Jul 2023

ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ପାଇବେ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଓ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ବିଦ୍ୟାର୍ଥୀ ମାନେ ପଢା ଲେଖାରେ ମନ ଯୋଗ ଦେଇ ଅଧିକ ପରିଶ୍ରମ ଜାରି କରିବେ । ଉଚ୍ଚ ସ୍ତରିୟ ଯାନ କିଣିବାର ସୁଯୋଗ ପାଇବେ । ପ୍ରେମ ସମ୍ପର୍କକୁ ନେଇ କୈାଣସି ଆଶଙ୍କା ରହିବ ନାହିଁ । ଜାଗା, ଜମି ଗୃହଆଦି କ୍ରୟ କରିବାର ସୁଯୋଗ ପାଇବେ । ଦେବୀ ମାତାଙ୍କ ଧ୍ୟାନରେ ମନରେ ସକାରତ୍ମକ ଶକ୍ତି ସଂଚାର ହେବ ।

ପ୍ରତିକାର - ହନୁମାନଙ୍କର ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :