• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 17th July to 23rd July: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Aquarius

କୁମ୍ଭ

Monday 17 Jul 2023

ବନ୍ଧୁ ମାନଙ୍କ ପାଖରେ ସମାଲୋଚିତ ହେବେ । ଉଦ୍ୟମରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ଚଞ୍ଚଳ ମନ ଯୋଗୁ କୌଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ । ପ୍ରେମ  ଓ ଦାମ୍ପତ୍ୟ ଜୀବନରେ ଅଶାନ୍ତି ସୃଷ୍ଟି ହେବ । କିଛି ଲୋକ ଆପଣଙ୍କଠୁଁ ଅଧିକ ଆଶା ରଖିବେ । କୋଟ୍ କଚେରୀ ମାମଲାର ଫଇସଲା ଆପଣଙ୍କ ପକ୍ଷରେ ରହିବ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ସଫଳତା ପାଇବେ ।

ପ୍ରତିକାର - ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :