• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 17th July to 23rd July: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Pisces

ମୀନ

Monday 17 Jul 2023

ଦେହପିଡାକୁ ଉପେକ୍ଷା କରି କର୍ମରେ ଲାଗି ରହିଥିବା , ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ରାଜନୀତି ଆଶା ଓ ଆକାଂକ୍ଷା ଭିତରେ କଟାଇବେ । ନିଜ କଥାରେ ସଞମତା ରଖି ନପାରିଲେ ଉପହାସିତ ହେବେ । ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ ।  ମହିଳା ମାନେ ସୈଖିନ ଦ୍ରବ୍ୟ କ୍ରୟ କରିବେ । ଛାତ୍ର ଛାତ୍ରି ମାନେ ପଢାରେ ଅଧିକ ସମୟ କଟାଇବେ । ଯେଉଁ କାମରେ ହାତ ଦେବେ ତାହା ସଫଳ ହେବେ ଏବଂ ଅଧିକାରିଙ୍କ ଅନୁକମ୍ପା ହାସଲ କରିବେ ।

ପ୍ରତିକାର - ମା’ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :