• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 17th July to 23rd July: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Cancer

କର୍କଟ

Monday 17 Jul 2023

ଅନାବଶ୍ୟକ ବ୍ୟୟ ହୋଇପାରେ । କୈାଣସି କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । ରାଜନୀତିରେ ପ୍ରତିହର କରି ନିଜକୁ ସୁରକ୍ଷିତ ରଖିପାରିବେ । ପ୍ରେମ କ୍ଷେତ୍ରରେ ଯେତେ ଚେଷ୍ଟା କରିଲେ ମଧ୍ୟ ବିଶ୍ୱାସି ହୋଇ ପାରିବେ ନାହିଁ । ମହିଳାମାନେ ସୁଯୋଗବାଦି ରହିବେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଅଧିକ ସମୟ ଦେବେ ।

ପ୍ରତିକାର - ମା ଭୂବନେଶୂରୀ ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :