• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 17th July to 23rd July: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Leo

ସିଂହ

Monday 17 Jul 2023

ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । ସବୁ ଜାଣିଥିଲେ  ମଧ୍ୟ କାର୍ଯ୍ୟ ସଫଳତାରେ ବାଧା ସୃଷ୍ଟି ହୋଇପାରେ । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇପାରନ୍ତି ବା କାରାଦଣ୍ଡ ବରଣ କରିବାକୁ ପଡିପାରେ । ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ମହିଳା ମାନେ ଧର୍ମପରାୟଣ ରହିବା ସହିତ ବନ୍ଧୁ ପରିଜନଙ୍କ ପ୍ରିୟଭାଜନ ହେବେ । ବିଦ୍ୟାର୍ଥୀ ମାନେ କୃତିତ୍ୱ ହାସଲ କରିବେ । 

ପ୍ରତିକାର - ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :