• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 17th July to 23rd July: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Sagittarius

ଧନୁ

Monday 17 Jul 2023

ଜିଦ୍ ପରିତ୍ୟାଗ ନକଲେ ମାନସିକ ଅଶାନ୍ତି ବଢିଚାଲିବ । ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ କଳ୍ପନାର ମଧୁର ସାଗରରେ ପହଁରି ପାରନ୍ତି । ମାଲିମକନ୍ଦମାରେ ପରାଜୟ ଶିକାର କରିବାକୁ ପଡିବ । ପରିବହନ ଓ ଶିଳ୍ପରେ ସାମାନ୍ୟ ମାନ୍ଦା ହେବାର ଦେଖାଦେଇ ପାରେ । ପରିସ୍ଥିତି ଜଟିଳତା ମଧ୍ୟରେ ସମସ୍ତ କାର୍ଯ୍ୟ ବାଧାପ୍ରାପ୍ତି ହୋଇପାରେ । ଭାଗ୍ୟଦୋୟ ହେବାର ସୁଯୋଗ ଆସିପାରେ । ଛାତ୍ରଛାତ୍ରି ପଢାରେ ନିଜକୁ ଦୂରେଇ ରଖିବେ । 

ପ୍ରତିକାର - ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :