• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 17th July to 23rd July: ଏହି ସପ୍ତାହରେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Capricorn

ମକର

Monday 17 Jul 2023

ଅସ୍ଥିରତା କାରଣ ହେତୁ କୈାଣସି କାର୍ଯ୍ୟ ଠିକ୍ ଭାବରେ କରିପାରିବେ ନାହିଁ । ସାଂସାରିକ କ୍ଷେତ୍ରରେ ସାମାନ୍ୟ ଭୁଲ ବୁଝାବଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ । ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ରାଜନୀତିରେ ସାମାନ୍ୟ ସମସ୍ୟା ଭିତରେ ଗତି କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଛାତ୍ରଛାତ୍ରୀ ମାନେ ପଢାରେ ଶୁଭ ଫଳ ପାଇବେ ।

ପ୍ରତିକାର - କାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :