• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 18 Dec to 24 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି ।

Taurus

ବୃଷ

Monday 18 Dec 2023

ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଶାରୀରିକ କଷ୍ଟ ଦୂର ହେବ । କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ ।

ପ୍ରତିକାର- ମହାଲକ୍ଷ୍ମୀଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :