• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 18 Dec to 24 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି ।

Pisces

ମୀନ

Monday 18 Dec 2023

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ ପରିବାରଜନଙ୍କ ଉନ୍ନତିରେ ଅନନ୍ଦିତ ହେବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ନିତ କରିବାକୁ ଚାହୁଁଥାନ୍ତି, ତା ହେଲେ ଆଗେଇ ନବା ଉଚିତ୍ । ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ôଥକସ୍ଥିତି ସନ୍ତୋଷପ୍ରଦ ହେବ ।

ପ୍ରତିକାର- ବୃହସ୍ପତି ମହାଗ୍ରହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :