• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 18 Dec to 24 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି ।

Gemini

ମିଥୁନ

Monday 18 Dec 2023

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସନ୍ତାନଙ୍କ ପାଇଁ କୌଣସି ମହତ୍ୱପୂର୍ଣ୍ଣ କାମ ହୋଇପାରେ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ସନ୍ତାନ ସମ୍ବନ୍ଧୀୟ କୌଣସି ମହତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇ ପାରେ ।

ପ୍ରତିକାର-ବିଷ୍ଣୁଙ୍କ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :