• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 18 Dec to 24 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି ।

Cancer

କର୍କଟ

Monday 18 Dec 2023

ବ୍ୟବସାୟିକ କ୍ଷେତ୍ରରେ ଆୟରସ୍ରୋତ ଖୋଲିଯିବା ସହ ଧନମାନ ଦିଗରୁ ସୁରକ୍ଷିତ ରହିବେ ଓ ମାନସିକଶାନ୍ତି ମିଳିବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ ।

ପ୍ରତିକାର- ଶ୍ରୀ ଭୁବନେଶ୍ୱରୀଙ୍କ କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :