• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 18 Dec to 24 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି ।

Leo

ସିଂହ

Monday 18 Dec 2023

ସ୍ୱାସ୍ଥ୍ୟ ଭଲ ରହିବା ସହିତ ମାନସିକ ଚିନ୍ତାରୁ ମୁକ୍ତି ମିଳିବ । ଉନ୍ନତିମୂଳକ ପଦକ୍ଷେପ ନେଲେ ଯଶମାନ ପ୍ରତିଷ୍ଠା ମିଳିବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ଭ୍ରମଣ କରିବାର ସୁଯୋଗ ମିଳିବ । ସାଙ୍ଗ ସାଥୀଙ୍କ ସହ ସମୟ ବିତାଇବେ । କ୍ରୀଡା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

ପ୍ରତିକାର-ପ୍ରତିଦିନ ସୂର୍ଯ୍ୟଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :