• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 18 Dec to 24 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି ।

Libra

ତୁଳା

Monday 18 Dec 2023

ସ୍ୱାସ୍ଥ୍ୟ ଭଲ ରହିବା ସହିତ ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସି ଅନୁଭବ କରିବେ । ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଆବଶ୍ୟକ ।

ପ୍ରତିକାର- ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :